ମୁମ୍ବାଇ, ମୁମ୍ବାଇର ସିଟି ସେଣ୍ଟରରେ ନିଆଁ ଲାଗିବା ଘଟଣାରେ ୪୦ ଘଣ୍ଟା ବିତିଯାଇଥିଲେ ମଧ୍ୟ ନିଆଁ ଏଯାଏଁ ଜଳୁଥିବାରୁ ଦୃଶ୍ୟ ଦେଖିବାକୁ ମିଳୁଛି । ନିଆଁ ଲିଭାଇବାକୁ ୧୮ଟି ଫାୟାର ଇଂଜିନ ଓ ୧୦ଟି ବୃହତ ଟାଙ୍କରକୁ ନିୟୋଜିତ କରାଯାଇଛି । ଗତ କାଲି ରାତିରେ ମହାରାଷ୍ଟ୍ର ପର୍ଯ୍ୟଟନ ମନ୍ତ୍ରୀ ଆଦିତ୍ୟ ଠାକରେ ଘଟଣାସ୍ଥଳର ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ଦକ୍ଷିଣ ମୁମ୍ବାଇର ନାଗପଡ଼ା ଅଞ୍ଚଳରେ ଥିବା ସିଟି ସେଣ୍ଟର ମଲରେ ଗୁରୁବାର ରାତିରେ ନିଆଁ ଲାଗିଥିଲା । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ୨୪ ଜଣ ଫାୟାର ଇଂଜିନିୟର, ୧୬ଟି ଜୁମ୍ବୋ ଟ୍ୟାଙ୍କର ଓ ପ୍ରାୟ ୨୫୦ ଦମକଳ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିଲା ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ