ନୂଆଦିଲ୍ଲୀ, ଆଜିଠୁ ଭାରତରୁ ବ୍ରିିଟେନକୁ ଉଡ଼ିବ ବିମାନ । ଆସନ୍ତା ୨୩ ପର୍ଯ୍ୟନ୍ତ କଟକଣା ମଧ୍ୟରେ ଭାରତରୁ ବ୍ରିିଟେନକୁ ବିମାନ ସେବା ଆରମ୍ଭ କରାଯାଇଛି । ସପ୍ତାହକୁ ଦୁଇ ଦେଶ ମଧ୍ୟରେ ୧୫ଟି ଲେଖାଏଁ ବିମାନ ଚଳାଚଳ ହେବ । ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ଓ ହାଇଦ୍ରାବାଦ ଏୟାରପୋର୍ଟରୁ ଉଡ଼ିବ ବିମାନ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ