ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ନୂଆଦିଲ୍ଲୀ, ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ବିଦେଶ ମନ୍ତ୍ରୀ ମାଧବ ସିଂ ସୋଲଙ୍କିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ବୟସ ହୋଇଥିଲା । ୧୯୭୭ ମସିହାରେ ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ପାଇଥିଲେ । ପେଶାରେ ସେ ଜଣେ ଆଡ଼ଭୋକେଟ୍‌ ଥିଲେ । ତାଙ୍କ ମୃତ୍ୟୁ ଖବରପାଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.