ନୂଆଦିଲ୍ଲୀ, କୃଷି ଆଇନ ବିରୋଧରେ ଚାଷୀମାନେ ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ରାଲି ଦ୍ୱାରା ଜାନୁଆରୀ ୨୬ ସମାରୋହରେ ବାଧା ସୃଷ୍ଟି ହେବାର ଆଶଙ୍କା ଥିଲା । ତେଣୁ ଉଭୟ କେନ୍ଦ୍ର ଓ ଦିଲ୍ଲୀ ସରକାର ଏହାକୁ ବିରୋଧ କରିଆସୁଥିଲେ । ତେବେ ଏକ ବିକଳ୍ପ ମାର୍ଗରେ ଟ୍ରାକ୍ଟର ରାଲି କରିବା ପାଇଁ ଚାଷୀମାନଙ୍କୁ ଅନୁମତି ମିଳିଛି ।
ସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍ ଡ. ଏମ୍ଏସ୍ ସ୍ବାମୀନାଥନଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ