ଝାରସୁଗୁଡା ୨୯/୦୩, ଆଜି ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖ । ମେ ୧୦ରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏପ୍ରିଲ ୧୩ରେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି। ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ପ୍ରକାଶ ପାଇବ । ସେପଟେ ତାରିଖ ଘୋଷଣା ଉପରେ ରହିଥିଲା ସମସ୍ତଙ୍କର ନଜର ରହିଥିଲା । କାରଣ ନବ ଦାସଙ୍କ ହତ୍ୟା ପରେ ଖାଲି ପଡିଥିଲା ସିଟ। ମୃତ୍ୟୁକୁ ଦୁଇ ମାସ ପୂରିଥିବା ବେଳେ ଏଯାଏ ଉପନିର୍ବାଚନ ତାରିଖ ଘୋଷଣା ହୋଇନଥିଲା । ଦିନ ଗଡ଼ିବା ସହ ମଉଳିବାରେ ଲାଗିଥିଲା ଉପନିର୍ବାଚନ ଆଶା । ହେଲା ଆଜି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ସହ ଝାରସୁଗୁଡ଼ା ପାଇଁ ତାରିଖ ଘୋଷଣା ହୋଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ