You are currently viewing ଗୋଆ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ

ଗୋଆ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ

ଗୋଆ, ଆଜି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ତାଙ୍କୁ କରୋନା ହୋଇଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେ ଅନୁରୋଧ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।