ନୂଆଦିଲ୍ଲୀ-24.04.2021,ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି । ଦିନକୁ ଦିନ ହସ୍ପିଟାଲରେ ରୋଗୀଙ୍କ ସଂଖ୍ଯା ବଢିବାରେ ଲାଗିଛି । ଏହି ସଙ୍ଗୀନ ପରିସ୍ଥିତିରେ ହସ୍ପିଟାଲଗୁଡିକରେ ଅକ୍ସିଜେନର ଅଭାବ ଦେଖିବାକୁ ମିଳୁଛି । ଏନେଇ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ହୋଇଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଅକ୍ସିଜେନର ଦାମ ହ୍ରାସ ସହ ସୀମା ଶୁଳ୍କ ଛାଡ ହୋଇଛି । ଏହା ସହ 3 ମାସ ପର୍ଯ୍ୟନ୍ତ ଭ୍ୟାକ୍ସିନ ଉପରେ ଶୁଳ୍କ ଛାଡ ପାଇଁ ନିଷ୍ପତ୍ତି ନିଆଯାଇଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST