ଦିଶପୁର-10.05.2021, ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ରାଜ୍ୟପାଳ ଜଗଦୀଶ ମୁଖୀ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ପାଠ କରାଇଛନ୍ତି । ହିମନ୍ତ ବିଶ୍ବଶର୍ମାଙ୍କ ସହ 13 ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ସମାରୋହରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ । ହିମନ୍ତ ହେଲେ ଆସାମର ପଞ୍ଚଦଶ ଓ ବିଜେପିର ଦ୍ବିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍