ଦିଶପୁର-09.05.2021, ହିମନ୍ତ ବିଶ୍ବଶର୍ମା ହେବେ ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ହିମନ୍ତ ବିଶ୍ବଶର୍ମା ହେଉଛନ୍ତି ବିଜେପି ବିଧାୟକ ଦଳର ନେତା । ଆସାମ ବିଧାୟକ ଦଳ ବୈଠକରେ ସର୍ବ ସମ୍ମତି କ୍ରମେ ବିଶ୍ବଶର୍ମା ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ।
ଏଠାରେ ସୂଚନାଯୋଗ୍ୟ ଯେ, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ କିଛି ସମୟ ପୂର୍ବେ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ଭେଟି ସେ ତାଙ୍କ ଇସ୍ତଫାପତ୍ର ଦାଖଲ କରିଛନ୍ତି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ