କଲମ୍ବୋ: ଫାଇନାଲ୍ରେ ଇତିହାସ ରଚିଲା ଭାରତ। ଆଜି ଏସିଆ କପ୍ କ୍ରିକେଟ୍ ଫାଇନାଲ୍ରେ ଶ୍ରୀଲଙ୍କାକୁ ଭାରତ ମାତ୍ର ୫୦ ରନ୍ରେ ଅଲ୍ଆଉଟ୍ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ମହମ୍ମଦ ସିରାଜଙ୍କ ଘାତକ ବୋଲିଂର ମୁକାବିଲା କରି ନ ପାରି ୧୫.୨ ଓଭରରେ ମାତ୍ର ୫୦ ରନରେ ଅଲଆଉଟ୍ ହୋଇଥିଲା। ଜବାବରେ ଭାରତ କୌଣସି ଓ୍ଵିକେଟ୍ ନ ହରାଇ ୬.୧ ଓଭରରେ ୫୧ ରନ କରି ମ୍ୟାଚ୍ ଜିତି ନେଇଛି। ଏହା ସହ ଅଷ୍ଟମ ଥର ପାଇଁ ଭାରତ ଏସିଆ କପ୍ ଟାଇଟଲ୍ ନିଜ ନାମରେ କରିବା ସହ ଦିନିକିଆ କ୍ରିକେଟ୍ରେ କିଛି ନୂତନ ରେକର୍ଡ କରିଛି।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍