ନୂଆଦିଲ୍ଲୀ-24.04.2021, ଆଜି ଦେଶର 48ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ଏନ. ଭି. ରମନା । ଶପଥ ପାଠ କରାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଜଷ୍ଟିସ ରମନା ୨୦୨୨ ଅଗଷ୍ଟ ୨୬ ଯାଏ ଦାୟିତ୍ବରେ ରହିବେ । ଗତକାଲି ଜଷ୍ଟିସ ଶରଦ ଚନ୍ଦ୍ର ବୋବଡେ ଏହି ପଦବୀରୁ ଅବସର ଗ୍ରହଣ କରିବା ପରେ ଜଷ୍ଟିସ ରମନା ଆଜି ଶପଥ ଗ୍ରହଣ କରିଛନ୍ତି। ତେବେ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଓ ସୁପ୍ରିମକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ବୋବଡେଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶପଥ ଗ୍ରହଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ