ନୂଆଦିଲ୍ଲୀ, ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଏନ୍.ଭି ରମନା । କଲେଜିୟମଙ୍କ ସୁପାରିସକୁ ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ୨୪ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ୍ ଏନ୍.ଭି ରମନା। ଏଠାରେ ସୂଚନାଯୋଗ୍ୟ ଯେ, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏସ୍.ଏ ବୋବଡେ ଚଳିତ ମାସ ୨୩ ତାରିଖରେ ଅବସର ନେବେ । ବୋବଡେ ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ୍ ଏନ୍.ଭି ରମନାଙ୍କ ନାମ ସୁପାରିଶ କରିଥିଲେ । ତେବେ ଜଷ୍ଟିସ୍ ଏନ୍.ଭି ରମନାଦେଶର ୪୮ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST