ନୂଆଦିଲ୍ଲୀ, ଆଜି ଗ୍ୟାସ ପାଇପଲାଇନର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତିନି ହଜାର କୋଟି ଟଙ୍କା ବେୟ ଅଟ୍ଟକଳରେ କୋଚିରୁ ମାଙ୍ଗାଲୁରୁ ପର୍ଯ୍ୟନ୍ତ ପ୍ରାକୃତିକ ଗ୍ୟାସ ପାଇପଲାଇନ ଉଦ୍ଘାଟନ କରିଛନ୍ତି । ଏହି ପାଇପଲାଇନର ଲମ୍ବ ୪୫୦ କିଲୋମିଟର ରହିଛି । ଏହି ପାଇପଲାଇନ ଜି.ଏ.ଆଇ.ଏଲ ଦ୍ୱାରା ନିର୍ମାଣ କରାଯାଇଛି। ଏଥିସହ ସ୍ୱଚ୍ଛ ଇନ୍ଧନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ କମିଯିବ। ଯାହା ବାୟୁର ଗୁଣବତ୍ତାକୁ ଉନ୍ନତ କରିବ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ