ନୂଆଦିଲ୍ଲୀ, ଗୋ-ଖାଦ୍ୟ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ଦିନ ଧରି ରାଞ୍ଚି ରିମ୍ସରେ ଚିକିତ୍ସିତ ହେଉଥିବା ଲାଲୁ ପ୍ରସାଦ ଯାଦବ ଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲକୁ ନିଆଯିବ । ଲାଲୁଙ୍କ ପୁଅ କହିଛନ୍ତି ଯେ, ବାପାଙ୍କ ଫୁସ୍ଫୁସ୍ରେ ପାଣି ଜମି ଯାଇଛି, କିଡ଼୍ନୀ ପ୍ରାୟ ୨୫ପ୍ରତିଶତ କାମ କରୁଛି । ପୂର୍ବରୁ ହାର୍ଟ ସର୍ଜରୀ ମଧ୍ୟ ହୋଇଛି । ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିବା ପାଇଁ ୨ଡାକ୍ତର ନିଯୁକ୍ତି କରିବାକୁ ରାଞ୍ଚି ଜେଲ ଆଇଜି କହିଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST