ନୂଆଦିଲ୍ଲୀ, ଦେଶର ରାଜଧାନୀ ଦିଲ୍ଲୀରେ ଆଉ ଲକଡାଉନ ହେବନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି । ଆଉ ମଧ୍ୟ କହିଛନ୍ତି ଯେ, କରୋନାର ତୃତୀୟ ତରଙ୍ଗର ଶିଖର ଦିଲ୍ଲୀ ଅତିକ୍ରମ କରିଛି, ତୃତୀୟ ତରଙ୍ଗ ବର୍ତ୍ତମାନ ଧୀରେ ଧୀରେ ହ୍ରାସ ପାଉଛି। ଜୁନ୍ ମଧ୍ୟରେ ସକରାତ୍ମକ ହାର ହାରାହାରି ୩୭ ପ୍ରତିଶତ ରହିଥିଲା । ତୃତୀୟ ତରଙ୍ଗର ହାରାହାରି ପଜିଟିଭି ହାର ୧୫ ପ୍ରତିଶତ ରହିଥିଲା ଯାହା ବର୍ତ୍ତମାନ ଧୀରେ ଧୀରେ ହ୍ରାସ ପାଉଛି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ