ନୂଆଦିଲ୍ଲୀ, ପୁଣିଥରେ ଇଂଲଣ୍ଡକୁ ଫେରିଛି ଲକ୍ଡାଉନ । ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ଏହି ଲକଡାଉନ ଘୋଷଣା କରିଛନ୍ତି । ଇଂଲଣ୍ଡରେ ନୂଆ ଷ୍ଟ୍ରେନ କରୋନା ଭାଇରସ ବ୍ୟାପିବାରେ ଲାଗିଛି । ଏହି ସଂକ୍ରମଣ ଚେନ୍କୁ ଭାଙ୍ଗିବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ । ପୂର୍ବରୁ ସ୍କଟଲାଣ୍ଡ, ୱେଲ୍ସ, ଉତ୍ତର ଆୟରଲାଣ୍ଡରେ ଲକଡାଉନ ଲାଗୁ ହୋଇଥିବା ବେଳେ ସୋମବାର ଇଂଲଣ୍ଡରେ ଲକଡାଉନ ଲାଗୁ କରି ଦିଆଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ