ମୁୁମ୍ବାଇ, ଦୀର୍ଘଦିନ ହେବ ବିବାଦରେ ଫସିରହିଥିଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ । ପୂର୍ବତନ ପୋଲିସ କମିଶନର ପରମବିର ସିଂ ଦେଶମୁଖଙ୍କ ବିରୋଧରେ ୧୦୦ କୋଟିର ବଟି ଆଦାୟ ଅଭିଯୋଗ ଆଣିଥିଲେ । ଏହାକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଥିବାବେଳ ଜାତୀୟ ରାଜନୀତିରେ ମଧ୍ୟ କମ୍ପନ ସୃଷ୍ଟି ହୋଇଥିଲା । ପରମବୀର ସିଂ ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇ ସିବିଆଇଙ୍କ ଦ୍ୱାରା ତଦନ୍ତ୍ କରିବା ପାଇଁ ଅନୁରୋଧ କରିଥିଲେ । ମାତ୍ର ସୁପ୍ରିମ କୋର୍ଟ ପ୍ରଥମେ ପରମବୀର ହାଇକୋର୍ଟ ଯାଆନ୍ତୁ ବୋଲି ନିର୍ଦ୍ଦେଶ ଦେଇଥିଲେ । ଇତିଅବସରରେ ବମ୍ବେ ହାଇକୋର୍ଟ ପରମବୀର ସିଂଙ୍କ ପିଟିସନର ଶୁଣାଣୀ କରିଛନ୍ତି ଏବଂ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ନିର୍ଦ୍ଦେଶ ମିଳିବାର କିଛି ଘଣ୍ଟା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟି ଇସ୍ତଫା ପ୍ରଦାନ କରିଛନ୍ତି ଦେଶମୁଖ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍