ମାଲକାନଗିରି-୧୩.୦୫.୨୦୨୧, କରୋନା ସଂକ୍ରମଣର ଦ୍ବିତୀୟ ଲହର ଆତଙ୍କ ସୃଷ୍ଟି କରିଛି । ତେବେ କରୋନା ପ୍ରକୋପରୁ ମାଓବାଦୀମାନେ ମଧ୍ୟ ବଞ୍ଚିପାରିନାହାନ୍ତି । ମାଓବାଦୀ ଅଞ୍ଚଳରେ ଅନେକ ମାଓବାଦୀ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ରହିଥିଲା । କରୋନା ଲକ୍ଷଣ ଥିବାରୁ କରୋନା ହୋଇଥିବା ଆଶଙ୍କା କରି ଆତ୍ମ ସମର୍ପଣ କରିଛନ୍ତି ମାଓବାଦୀ ଦମ୍ପତ୍ତି । ଛତିଶଗଡ କାଙ୍କେର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।ସେମାନଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି ।
ଏଠାରେ ସୂଚନା ଯୋଗ୍ୟ ଯେ, ଛତିଶଗଡ଼ର ଦଣ୍ଡକାରଣ୍ୟ ଜଙ୍ଗଲରେ ୧୦ ମାଓବାଦୀଙ୍କର କୋରୋନାରେ ମୃତ୍ୟୁ ହୋଇଥିଲା । କରୋନାରେ ପୀଡିତ ହୋଇ ଚିକିତ୍ସା ଅଭାବରୁ ମୃତ୍ୟୁ ଘଟିଥିବା ସୂଚନା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍