କୋଲକାତା-05.05.2021, ପଶ୍ଚିମବଙ୍ଗରେ ଲଗାତାର ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ । କରୋନା କଟକଣାରେ କୋଲକାତା ସ୍ଥିତ ରାଜଭବନରେ ମମତାଙ୍କ ଶପଥ ଗ୍ରହଣ ସମାପ୍ତ ହୋଇଛି । ରାଜ୍ୟପାଳ ଜଗଦୀପ ଧନଖର ମମତାଙ୍କୁ ଶପଥ ପାଠ କରାଇଛନ୍ତି । ତେବେ ଅନ୍ୟ କ୍ୟାବିନେଟ ମନ୍ତ୍ରୀ ସବୁ ମେ 9ରେ ଶପଥ ଗ୍ରହଣ କରିବେ । ଏହା ପରେ ମମତା ତାଙ୍କ କାର୍ଯ୍ୟାଳୟ ଅଭିମୁଖେ ଯିବେ ସେଠାରେ କୋଲକାତା ପୋଲିସ ମମତାଙ୍କୁ ‘ଗାର୍ଡ ଅଫ ଅନର’ ପ୍ରଦାନ କରିବେ। ଏଠାରେ ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ପ୍ରକାଶ ପରେ ସେଠାରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି । ହିଂସାରେ ପ୍ରାୟ 14 ଜଣଙ୍କ ମୃତ୍ୟୁ ଘଟିସାରିଲାଣି । ଏହା ବ୍ୟତୀତ ବିଜେପି କର୍ମୀଙ୍କୁ ବଳାତ୍କାର ଏବଂ ନିର୍ଯାତନା ଅଭିଯୋଗ ମଧ୍ୟ ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍