ନୂଆଦିଲ୍ଲୀ: ବର୍ଷର ଶେଷ ରେ ୭୨ ତମ ‘ମନ କି ବାତ୍’ରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆ ସାମର୍ଥ୍ୟର ନାଁ ଆତ୍ମନିର୍ଭରଶୀଳତା ବୋଲି ମନ କି ବାତ୍ରେ କହିଲେ ମୋଦୀ । କରୋନା କାଳରେ ଦେଶରେ ଆଶାର ପ୍ରାବଲ୍ୟ ଦେଖିବାକୁ ମିଳିଥିଲା । ଆମ ଦେଶରୁ ଉତ୍ପାଦିତ ଖେଳାନାର ଚାହିଦା ବୃଦ୍ଧି ପାଇବାରେ ଲାଗିଛି । ତାଙ୍କ ନେତୃତ୍ୱରେ ଦେଶରେ ହେଉଥିବା ପ୍ରଗତିର ବିଭିନ୍ନ ଦିଗକୁ ଖୋଲାମନରେ ମନ କି ବାତ୍ରେ ଦେଶବାସୀଙ୍କୁ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ