State-Secretariat

ଭୋପାଲ ସଚିବାଳୟରେ ଭୟଙ୍କର ଅଗ୍ନିକାଣ୍ଡ

ଭୋପାଲ ରାଜ୍ୟ ସଚିବାଳୟରେ ଭୟଙ୍କର ଅଗ୍ନିକାଣ୍ଡ। ଭୟଙ୍କର ଅଗ୍ନିକାଣ୍ଡ ଫଳରେ ସ୍ଥାନୀୟ ଅଞ୍ଚଳ ପୂରା ଧୂଆଁମୟ ହୋଇଯାଇଛି। ସୂଚନା ଅନୁସାରେ ବଲ୍ଲଭ ଭବନର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଛି। ଭୟଙ୍କର ନିଆଁରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ପୋଡିଯାଇଥିବା ସୂଚନାରୁ ଜଣାପଡିଛି। ଅନ୍ୟପଟେ ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।