ଆଜି ସନ୍ଧ୍ୟାରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ, ଆଜି ସନ୍ଧ୍ୟା ୬ଟା ସମୟରେ ଦେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ପ୍ରଧାନମନ୍ତ୍ରୀ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.