ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଜାତୀୟ ପାଣିପାଗ କନକ୍ଲେଭରେ ଉଦ୍ଘାଟନ କରିବେ। ଏହି ଅବସରରେ ମୋଦି ଜାତୀୟ ଆଟମିକ ଟାଇମ ସ୍କେଲ୍ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ଅନୁଷ୍ଠାନକୁ ଲୋକାଭିମୁଖୀ କରାଇବେ । ନୂଆଦିଲ୍ଲୀ ସ୍ଥିତ ସିଏସ୍ଆଇଆର୍-ଏନ୍ପିଏଲ୍ ସଂସ୍ଥାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହି କନକ୍ଲେଭର ଆୟୋଜନ କରାଯାଇଥିବାବେଳେ ଚଳିତ ବର୍ଷର ଶୀର୍ଷକ ହେଉଛି “ଜାତୀୟ ସାମଗ୍ରିକ ଅଭିବୃଦ୍ଧିରେ ପାଣିପାଗର ଭୂମିକା”। ସେହିପରି ପ୍ରଧାନମନ୍ତ୍ରୀ ଜାତୀୟ ପରିବେଶ ମାନକ ଗବେଷଣାଗାରର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ