ନୂଆଦିଲ୍ଲୀ, ଦେଶରେ କରୋନାର ବ୍ୟାପକ ସଂକ୍ରମଣ ହେବାରେ ଲାଗିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖା ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀର ବିଭିନ୍ନ ସ୍ଥାନରୁ ବ୍ୟାପକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସୁପ୍ରିମକୋର୍ଟରେ ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି । ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀ ରହିଛନ୍ତି । ସୁପ୍ରିମ କୋର୍ଟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସାଧାରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି । ସୁପ୍ରିମକୋର୍ଟ ପରିସରକୁ ସାନିଟାଇଜ କରାଯାଇଛି । ସୁରକ୍ଷାକୁ ନଜରରେ ରଖି ସୁପ୍ରିମକୋର୍ଟରେ ଶୁଣାଣୀ ଏବଂ ବିଭିନ୍ନ କାର୍ଯ୍ୟ ଭିଡିଓ କନଫରେନସିଂ ଜରିଆରେ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍