ଏଲୁରୁ: ଆନ୍ଧ୍ର ପ୍ରଦେଶରେ ରହସ୍ୟମୟ ରୋଗକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଶନିବାର ରାତିରୁ ଏହି ରହସ୍ୟମୟ ରୋଗରେ ଶତାଧିକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହେବାରେ ଲାଗିଛନ୍ତି । ତେବେ ରବିବାର ଦିନ ଏହି ରୋଗ ରେ ଆକ୍ରାନ୍ତ ହୋଇ ଜଣଙ୍କ ଜୀବନ ଗଲା ପରେ ଲୋକଙ୍କ ଚିନ୍ତା ବଢ଼ିଯାଇଛି । ଏହି ରୋଗରେ ପିଡୀତ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଅତିକ୍ରମ କରିସାରିଲାଣି । ଏଳୁରୁ ସ୍ଥିତ ସରକାରୀ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ଏହି ବିଷୟରେ ଏହି ସୂଚନା ଦେଇଛନ୍ତି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ