‘କାଫେ କଫି ଡେ’ର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତ୍ୟୁର ବର୍ଷେରୁ ଊର୍ଦ୍ଧ୍ୱ ସମୟ ପରେ କମ୍ପାନୀରେ ନିଯୁକ୍ତି ହୋଇଛନ୍ତି ନୂଆ ସିଇଓ । ଭିଜି ସିଦ୍ଧାର୍ଥଙ୍କ ପତ୍ନୀ ମାଳବିକା ହେଗଡ଼େ ଏହାର ନୂଆ ସିଇଓ ଭାବେ ମନୋନିତ ହୋଇଛନ୍ତି । କମ୍ପାନୀ ପକ୍ଷରୁ ଏନେଇ ଘୋଷଣା କରାଯାଇଛି । ମାଳବିକା ପୂର୍ବରୁ କମ୍ପାନୀର ନନ୍-ଏକଜିକ୍ୟୁଟିଭ୍ ଡାଇରେକ୍ଟର ଥିଲେ । ଏଥିସହ କମ୍ପାନୀ ପକ୍ଷରୁ ଆଉ ୩ଜଣ ଅତିରିକ୍ତ ନିର୍ଦ୍ଦେଶକ ଭାବେ ମନୋନିତ କରାଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ