ନୂଆଦିଲ୍ଲୀ, ଆଜି ପ୍ରଧାନମନ୍ତ୍ରୀ ଜମ୍ମୁ-କାଶ୍ମୀରବାସୀଙ୍କୁ ନୂଆ ଭେଟି ଦେଇଛନ୍ତି । ଏଣିକି ରାଜ୍ୟବାସୀ ମାଗଣାରେ ସ୍ୱାସ୍ଥ୍ୟସେବା ପାଇ ପାରିବେ । କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନାରେ ପ୍ରତି ପରିବାରକୁ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ହିସାବରେ ଯେ କୌଣସି ସ୍ୱାସ୍ଥ୍ୟକେନ୍ଦ୍ରରେ ଲୋକମାନେ ମାଗଣାରେ ସ୍ୱାସ୍ଥ୍ୟସେବା ପାଇପାରିବେ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି