ନୂଆଦିଲ୍ଲୀ, କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି । ଦୈନିକ ଅଧିକରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବ୍ୟାପକ ସଂକ୍ରମଣକୁ ଏଡାଇବା ପାଇଁ ଦିଲ୍ଲୀରେ ଜାରି ହେଲା ନାଇଟ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ ଟା ପର୍ଯ୍ୟନ୍ତ ଏହି ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ଏହି କଟକଣା ଏପ୍ରିଲ ୩୦ ଯାଏ ଲାଗୁ ହୋଇଛି । ଏନେଇ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ସୂଚନା ଅନୁସାରେ ନାଇଟ କର୍ଫ୍ୟୁ ସମୟରେ କେବଳ ଅତ୍ୟାବଶ୍ୟକୀୟ ସେବାକୁ ବାଦ ଦିଆଯିବ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍