ରାଜସ୍ଥାନ, ଆସନ୍ତା ୩୧ ରାତି ୮ଟାରୁ ୧୪ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି ରାଜସ୍ଥାନ ସରକାର । ଦେଶରେ କରୋନାର ଦ୍ୱିତୀୟ ଷ୍ଟ୍ରେନକୁ ଦୃଷ୍ଟିରେ ରଖି ଏଭଳି ଘୋଷଣା କରିଥିବା ସୂଚନା ମିଳିଛି । ଯେଉଁ ସହରର ଜନସଂଖ୍ୟା ୧ଲକ୍ଷରୁ ଅଧିକ ସେଠାରେ ଏହି ନିୟମ କଡ଼ାକଡ଼ି ପାଳନ କରାଯିବ । ୩୧ ତାରିଖ ଦିନ ରାତି ୭ଟାରୁ ସମସ୍ତ ବଜାର ବନ୍ଦ ରହିବ । ନୂଆବର୍ଷ ପାଳନ ଉପରେ କଟକଣା ଲଗାଇଛନ୍ତି ସରକାର । ରାଜ୍ୟର ମୁଖ୍ୟ ସହର ଗୁଡ଼ିକ ଏହି ନିୟମ ପାଳନ କରିବା ବାଧ୍ୟତାମୂଳକ ।
ଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରାମହୁମାଛି ଆକ୍ରମରରେ ବୃଦ୍ଧ ଗୁରୁତର