ନୂଆଦିଲ୍ଲୀ, କର୍ଣ୍ଣାଟକ ସରକାର ନେଇଛନ୍ତି ବଡ଼ ପଦକ୍ଷେପ । କରୋନାର ଦ୍ୱିତୀୟ ଷ୍ଟ୍ରେନକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ରହିଛି । ସଂକ୍ରମଣ ଉପରେ ରୋକ ଲଗାଇବା ନିମନ୍ତେ ବୁଧବାର ରାତି ୧୦ରୁ ୬ପର୍ଯ୍ୟନ୍ତ ରାତ୍ର କାଳୀନ କର୍ଫ୍ୟୁ ଆରମ୍ଭ ହେବ । ଜାନୁଆରୀ ୨ପର୍ଯ୍ୟନ୍ତ ଏହା ଲାଗୁ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ରାଜ୍ୟବାସୀଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା