ନୂଆଦିଲ୍ଲୀ, ଝାଡ଼ଖଣ୍ଡ ସରକାର ଯୁବପିଢ଼ୀଙ୍କ ପାଇଁ ଆଣିଛନ୍ତି ଏକ ନୂତନ ପଦକ୍ଷେପ । ଏଣିକି ତମାଖୁ ସେବନକାରୀଙ୍କୁ ମିଳିବନି ସରକାରୀ ଚାକିରୀ । ଝାଡଖଣ୍ଡ ସରକାର କହିଛନ୍ତି କି ଯେଉଁ ପ୍ରାର୍ଥୀମାନେ ସରକାରୀ ଚାକିରି ପାଇଁ ଆଶାୟୀ ଅଛନ୍ତି ସେମାନେ ଆବେଦନ କରିବା ସମୟରେ ସମସ୍ତ ଦସ୍ତାବିଜ୍ ସହ ଏକ ସତ୍ୟପାଠ ଦାଖଲ କରିବାକୁ ପଡିବ । ଗତ ମଙ୍ଗଳବାର ରାଞ୍ଚିରେ ଅନୁଷ୍ଠିତ ହୋଇଥିବା ତମାଖୁ ନିୟନ୍ତ୍ରଣ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ