ନୂଆଦିଲ୍ଲୀ, ପ୍ରଥମ ଥର ପାଇଁ ଚଳିତ ବର୍ଷ ଅନୁଷ୍ଠିତ ହେଉଥିବା ମୌସୁମୀ ଅଧିବେଶନରେ କୌଣସି ପ୍ରଶ୍ନକାଳ ରହିବନାହିଁ । ଏହି ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ । ଏନେଇ ଲୋକସଭା ସେକ୍ରେଟେରିଏଟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ