ଅହମଦାବାଦ, ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାବରମତି ଆଶ୍ରମରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ‘ଆଜାଦୀ କା ଅମୃତ’ ମହୋତ୍ସବ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଉପଲକ୍ଷେ ଆନୁଷ୍ଠାନିକ ଭାବେ ଦାଣ୍ଡି ମାର୍ଚ୍ଚର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍