ଆସାମ ଓ ପଶ୍ଚିମବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ଓ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି । ଏନେଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ଆସାମର ଧେମାଜିରେ ଲୋକାର୍ପଣ ଉତ୍ସବ ଆୟୋଜିତ ହୋଇଛି । ଆସାମରେ କେତେକ ତୈଳ ଓ ଗ୍ୟାସ୍ ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି ଏବଂ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ହୁଗୁଳିରେ ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ଘାଟନ କରିବେ ।

Leave A Reply

Your email address will not be published.