You are currently viewing କୋଭିଡ ସ୍ଥିତି ନେଇ ସମୀକ୍ଷା କରିବେ  ପ୍ରଧାନମନ୍ତ୍ରୀ

କୋଭିଡ ସ୍ଥିତି ନେଇ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଦେଶରେ କୋଭିଡ ସ୍ଥିତି ଅନିୟନ୍ତ୍ରିତ ହେବାରେ ଲାଗିଛି । ଦୈନିକ ଲକ୍ଷେ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଲୋମାନଙ୍କୁ ସତର୍କ ରହିବାକୁ ଏବଂ କୋଭିଡ ନିୟମକୁ କଡାକଡି ଭାବେ ପାଳନ କରିବାକୁ ସରକାର ଜନସାଧାରଣଙ୍କୁ ନିର୍ଦ୍ଦେଶ ଦେଉଛନ୍ତି । କୋଭିଡ ସ୍ଥିତିକୁ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିସି ମାଧ୍ୟମରେ ସମୀକ୍ଷା ଓ ଏହାର ମୁକାବିଲା ନେଇ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ସନ୍ଧ୍ୟା ୬.୩୦ ମିନିଟରେ ଏହି ବୈଠକ ହେବାର ଆପାତତଃ ସ୍ଥିର ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।