You are currently viewing ସେପ୍ଟେମ୍ବର ୧୦ରେ ବାୟୁସେନାରେ ସାମିଲ ହେବ ରାଫେଲ ବିମାନ

ସେପ୍ଟେମ୍ବର ୧୦ରେ ବାୟୁସେନାରେ ସାମିଲ ହେବ ରାଫେଲ ବିମାନ

ନୂଆଦିଲ୍ଲୀ, ସେପ୍ଟେମ୍ବର ୧୦ରେ ଭାରତୀୟ ବାୟୁସେନାରେ ଆନୁଷ୍ଠାନିକ ଭାବେ ସାମିଲ ହେବ ରାଫେଲ ବିମାନ । ଏହାର ଶୁଭାରମ୍ଭ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଏହି କାର୍ଯ୍ୟକ୍ରମରେ ଫ୍ରାନ୍ସର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ସୂଚନାଯୋଗ୍ୟଯେ, ଗତ ୨୯ ତାରିଖ ଦିନ ଫ୍ରାନ୍ସରୁ ୫ଟି ଲଢ଼ୁଆ ରାଫେଲ ବିମାନ ଭାରତ ଆସିିଥିଲା । ଏବେ ସମସ୍ତ ଲଢ଼ୁଆ ବିମାନକୁ ଭାରତୀୟ ବାୟୁସେନାରେ ଆନୁଷ୍ଠାନିକ ଭାବେ ସାମିଲ କରାଯିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।