ନୂଆଦିଲ୍ଲୀ, ହିନ୍ଦୀ ସିନେମା ଜଗତର ସବୁଠାରୁ ସମ୍ମାନ ଜନକ ପୁରସ୍କାର ଘୋଷିତ ହୋଇଯାଇଛି । ଏହି ପୁରସ୍କାର ପାଇବେ ସୁପରଷ୍ଟାର ରଜନୀକାନ୍ତ । ୨୦୧୯ ପାଇଁ ରଜନୀକାନ୍ତ ଦାଦାସାହେବ ଫାଲକେ ପୁରସ୍କାର ପାଇବେ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଦକର । ଜାଭେଦକରଙ୍କ ସୂଚନା ଅନୁସାରେ, ୫ ଜଣିଆ ପ୍ୟାନେଲଙ୍କ ସମ୍ମତି କ୍ରମେ ରଜନୀକାନ୍ତଙ୍କ ନାମ ସୁପାରିଶ କରାଯାଇଛି । ତେବେ ଏହି ପ୍ୟାନେଲରେ ରହିଛନ୍ତି ଆଶା ଭୋଁସଲେ, ସୁଭାଷ ଘାଇ, ମୋହନ ଲାଲ, ଶଙ୍କର ମହାଦେବନ ଏବଂ ବିଶ୍ୱଜିତ ଚାଟାର୍ଜୀ । ଫାଲକେ ପୁରସ୍କାର ପାଇଁ ରଜନୀକାନ୍ତଙ୍କୁ ସ୍ବର୍ଣ୍ଣ କମଳ ଓ ୧୦ ଲକ୍ଷ ଟଙ୍କାର ପୁରସ୍କାର ଦିଆଯାଇ ସମ୍ମାନିତ କରାଯିବ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ