ଅଯୋଧ୍ୟା, ରାମ ମନ୍ଦିର ନିର୍ମାଣ ପ୍ରକ୍ରିୟା ଅଯୋଧ୍ୟାରେ ଆରମ୍ଭ ହୋଇଯାଇଛି । ସେଥିପାଇଁ ଆଜିଠାରୁ ସେଠାରେ ନିର୍ମାଣ ନିମନ୍ତେ ପଥର ପକାଯାଇଥିବା ଦେଖିବାକୁ ମିଳିଛି । ସୂଚନା ଥାଉକି, କିଛିଦିନ ପୂର୍ବରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଅଯୋଧ୍ୟାରେ ନିର୍ମାଣ ହେବ ରାମ ମନ୍ଦିର । ଏହାଥିଲା ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ