ନୂଆଦିଲ୍ଲୀ (25.4.23):ଭାରତର ବିଶିଷ୍ଠ ଶିଳ୍ପପତି ତଥା ଟାଟା ଗ୍ରୁପର ମୁଖ୍ୟ ରତନ ଟାଟାଙ୍କୁ ଅଷ୍ଟ୍ରେଲିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରାଯାଇଛି । ଅଷ୍ଟ୍ରେଲିଆର ରାଜଦୂତ ରତନ ଟାଟାଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍ ଅଷ୍ଟ୍ରେଲିଆ’ ସମ୍ମାନରେ ସମ୍ମାନୀତ କରିଛନ୍ତି । ଏନେଇ ଅଷ୍ଟ୍ରେଲିଆର ରାଜଦୂତ ବେରୀ ଓ ଫେରେଲ ତାଙ୍କ ଟ୍ୱିଟର ହ୍ୟାଣ୍ଡଲରେ ଲେଖିଛନ୍ତି କି ଭାରତ ସହ ଅଷ୍ଟ୍ରେଲିଆରେ ବି ରତନ ଟାଟାଙ୍କ ଯୋଗଦାନ ରହିଛି ଓ ସେ ଜଣେ ବିଶିଷ୍ଠ ଶିଳ୍ପପତି ।ଫେରେଲ ସୋସିଆଲ ମିଡିଆରେ ଫଟୋସହ ଏକ ପୋଷ୍ଟ କରି ଲେଖିଛନ୍ତି କି, ଭାରତରେ ରତନ ଟାଟା ବ୍ୟବସାୟୀକ ଶିଳ୍ପ ପରୋପକାର ପାଇଁ ବେଶ୍ ପରିଚିତ । ରତନ ଟାଟାଙ୍କର ଯୋଗଦାନର ପ୍ରଭାବ ଅଷ୍ଟ୍ରେଲିଆରେ ବି ଦେଖିବାକୁ ମିଳିଛି । ସେପଟେ ରତନ ଟାଟା ସୋସିଆଲ ମିଡିଆରେ ଲେଖିଛନ୍ତି କି, ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଦୀର୍ଘସ୍ଥାୟୀ ପ୍ରତିବଦ୍ଧତା ପାଇଁ ତାଙ୍କୁ ‘ଅର୍ଡର ଅଫ୍ ଅଷ୍ଟ୍ରେଲିଆ’ ସମ୍ମାନରେ ସମ୍ମାନୀତ କରାଯାଇଥିବାରୁ ସେ ବେଶ୍ ଖୁସି ଅଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ