ମୁମ୍ବାଇ, ଡ୍ରଗ୍ସ ଲିଙ୍କ ମାମଲା ଗିରଫ ହୋଇଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଏହି ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ । ୨୮ ଦିନ ବିଭାଗୀୟ ହାଜତରେ ରହିବା ପରେ ମିଳିଛି ଏହି ଜାମିନ । ଏହା ସହ ୧ ଲକ୍ଷ ଟଙ୍କା ଓ ପାସ୍ପୋର୍ଟ ଡିପୋଜିଟ କରିବାକୁ ନିର୍ଦେଶ ଦିଆଯାଇଛି । ସୂଚନାଥାଉକି, ଡ୍ରଗ୍ସ ଲିଙ୍କ ମାମଲାରେ ରିୟାଙ୍କୁ ଗିରଫ କରିଥିଲା ଏନସିବି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ