ନୂଆଦିଲ୍ଲୀ, ୟୁପି ଗାଜିଆବାଦ ସ୍ଥିତ ମୁରାଦନଗରରେ ଶ୍ମଶାନ ଘରର ଛାତ ଭୁଶୁଡି ପଡ଼ିବା ଘଟଣାରେ ତିନି ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ନିହାରିକା ସିଂହ, ଚନ୍ଦ୍ରପାଲ ଏବଂ ସୁପରଭାଇଜର୍ ଆଶିଷ । ପୂର୍ବାସୂଚନା ଅନୁସାରେ ମୁରାଦନଗରର ଶ୍ମଶାନରେ କିଛି ଲୋକ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଆସିଥିଲେ । ସେଠାରେ ହଠାତ୍ ବର୍ଷା ହୋଇଥିଲା । ଯାହାଦ୍ୱାରା ଶ୍ମଶାନ ଘରର ଛାତ ଭୁଶୁଡି ପଡି ୨୫ ଜଣଙ୍କ ମୃତ୍ୟୁ ହେବା ସହ କିଛି ଲୋକ ଆହତ ହୋଇଥିଲେ । ତେବେ ସୂଚନା ଅନୁଯାୟୀ, ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ