ନୂଆଦିଲ୍ଲୀ, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମାଷ୍ଟରବ୍ଳାଷ୍ଟର ସଚିନ ତେନ୍ଦୁଲକର କରୋନା ରିପୋର୍ଟ ପଜିଟିଭ ଚିହ୍ନଟ ହୋଇଛି । ଏନେଇ ଟ୍ୱିଟ କରି ନିଜେ ସୂଚନା ଦେଇଛନ୍ତି ସଚିନ । ବର୍ତ୍ତମାନ ସେ ଏବେ ହୋମ କ୍ଵାରେଣ୍ଟାଇନରେ ଅଛନ୍ତି । କେବଳ ସଚିନଙ୍କ ରିପୋର୍ଟ ପଜିଟିଭ ଆସିଛି କିନ୍ତୁ ତାଙ୍କ ପରିବାର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ନକରାତ୍ମକ ଆସିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କର କରୋନା ଟେଷ୍ଟ କରାଇନେବା ପାଇଁ ସେ କହିଛନ୍ତି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST