ନୂଆଦିଲ୍ଲୀ, ଆଜି ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୯୩ବର୍ଷ ହୋଇଥିଲା । ମୋତିଲାଲ ୧୯୬୮ ମସିହାରେ ରାଜନୀତିରେ ପାଦ ରଖିଥିଲେ । ୧୯୭୦ ମସିହାରେ ମଧ୍ୟ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟୀ ଲାଭ କରିଥିଲେ । ୧୯୮୫ ମସିହାରେ ମଧ୍ୟ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ମୋତିଲାଲ ଭୋରା । ସୂଚନା ଥାଉକି, ମୋତିଲାଲଙ୍କ ସ୍ୱାସ୍ଥ୍ୟବସ୍ଥା ଖରା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି ।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ