ନୂଆଦିଲ୍ଲୀ-୨୨.୦୪.୨୧, ଭେଟେରାନ ସିପିଆଇ(ଏମ ) ନେତା ସୀତାରାମ ୟେଚୁରୀଙ୍କ ପୁଅ ଆଶିଶଙ୍କର କରୋନାରେ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ବୟସ ହୋଇଥିଲା । କରୋନାରେ ସଂକ୍ରମିତ ହୋଇ ଦିଲ୍ଲୀର ଗୁରଗାଁ ସ୍ଥିତ ବେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଏହି ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ଆଶିଶ ପେଷାରେ ଜଣେ ସାମ୍ବାଦିକ ଥିଲାବେଳେ ଚେନ୍ନାଇ ସ୍ଥିତ ଏସିଆନ କଲେଜ ଅଫ ଜର୍ନାଲିଜିମରୁ ଉତ୍ତୀର୍ଣ୍ଣ ହୋଇ ଟାଇମସ ଅଫ ଇଣ୍ଡିଆରେ କାର୍ଯ୍ୟରତ ଥିଲେ । ତାଙ୍କ ମୃତ୍ୟୁ ସମ୍ପର୍କରେ ଟୁଇଟ କରି ଜଣାଇଛନ୍ତି ପିତା ସୀତାରାମ ୟେଚୁରୀ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍