ନୂଆଦିଲ୍ଲୀ-୨୭.୦୪.୨୦୨୧, ଦେଶରେ ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି । ତେବେ ଆସନ୍ତା ମେ ୧ରୁ ସମଗ୍ର ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବାକୁ ଯାଉଛି । ତେବେ ଭାରତ ଦୁଇଟି ଟିକାକୁ ସାର୍ବଜନୀନ ବ୍ୟବହାର ପାଇଁ ସ୍ୱୀକୃତି ପ୍ରଦାନ କରିଥିଲା । ପରେ ରୁଷିଆର ସ୍ପୁଟନିକ ଭି ଟିକାକୁ ସ୍ୱୀକୃତି ପ୍ରଦାନ କରିଥିଲେ କେନ୍ଦ୍ର ସରକାର । ଏହି ଟିକା ଆସନ୍ତା ମେ ୧ ତାରିଖରେ ଭାରତ ପହଞ୍ଚିବ ବୋଲି ଜଣାପଡ଼ିଛି। ଏହି ଟିକାର ସଫଳତା ହାର ପ୍ରାୟ ୯୦ ପ୍ରତିଶତ ଉପରେ ରହିଛି । ଭାରତରେ ଏହି ଟିକାର ଦାମ ୭୫୦ ଟଙ୍କା ହୋଇପାରେ ବୋଲି ସୂଚନା ମିଳିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍