ନୂଆଦିଲ୍ଲୀ, ରାଷ୍ଟପତି ଭବନରେ ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି । ହାବିଲଦାର ଜଣଙ୍କ ନାମ ଟେକ ବାହାଦୂର । ପୋଲିସ ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ତେବେ ବାହାଦୂରଙ୍କ ଆତ୍ମହତ୍ୟାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୋଲିସ ସେ ଦିଗରେ ତାର ତଦନ୍ତ ଚଳାଇଥିବା ସୂଚନା ମିଳିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ