ନୂଆଦିଲ୍ଲୀ, କୃଷି ଆଇନ କାର୍ୟ୍ୟକାରିତା ନେଇ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ କୃଷି ଆଇନ କାର୍ୟ୍ୟକାରୀ ହେବନାହିଁ । ଆଇନର ସମୀକ୍ଷା ପାଇଁ କମିଟି ଗଠନ କଲେ ସୁପ୍ରିମକୋର୍ଟ । ଚାଷୀ ନେତା ଓ କୃଷି ବିଶେଷଜ୍ଞଙ୍କୁ ନେଇ କମିଟି ଗଠିତ ହୋଇଛି ।ଏବେ ମଧ୍ୟ ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ