ମୁମ୍ବାଇ (୫.୧୦.୨୨) : ଗୋଟିଏ ଦୁର୍ଘଟଣା ଘଟିଥିଲା ଏହା ପରେ ଆଉ ଗୋଟିଏ ଦୁର୍ଘଟଣା ଘଟିଲା । ଗୋଟିଏ ଦୁର୍ଘଟଣାରେ ଆହତ ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇବା ପାଇଁ ବ୍ୟବସ୍ଥା ଚାଲିଥିଲା । ସେଥି ପାଇଁ ଘଟଣା ସ୍ଥଳରେ ୨୦ ଜଣ ଲୋକ ଥିଲେ । ଏହି ସମୟରେ ଦ୍ରୃତ ଗତିରେ ଆସୁଥିବା କାର ସେମାନଙ୍କ ଉପରେ ମାଡି ଯାଇଥିଲା । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଏହି ଘଟଣା ଘଟିଛି ମୁମ୍ବାଇର ବାନ୍ଦ୍ରା-ୱର୍ଲିଂ ସି ଲିଙ୍କରେ । ଏହି ଦୁର୍ଘଟଣା ବୁଧବାର ଭୋର ୪ ଟା ବେଳେ ଘଟିଥିଲା । ପ୍ରଧାନମନ୍ତ୍ରୀ ମୋଦି ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ