ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦିଲ୍ଲୀ ମେଟ୍ରୋର ମ୍ୟାଜେଣ୍ଟା ଲାଇନରେ ଦେଶର ପ୍ରଥମ ମାନବ ବିହୀନ ମେଟ୍ରୋ ଟ୍ରେନକୁ ଉଦଘାଟନ କରିଛନ୍ତି। ବିମାନବନ୍ଦର ଏକ୍ସପ୍ରେସ ଲାଇନର ଉଦଘାଟନୀ କାର୍ଯ୍ୟ ଏବଂ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ନ୍ୟାସନାଲ କମନ୍ ମୋବିଲିଟି କାର୍ଡର ଶୁଭାରମ୍ଭରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ଯୋଗ ଦେଇଥିଲେ। ଦିଲ୍ଲୀ ତଥା ରାଜ୍ୟର ଅନ୍ୟାନ୍ୟ ସହରବାସୀଙ୍କ ପାଇଁ ଏହା ଏକ ଆରାମଦାୟକ ଯାତ୍ରା ଏବଂ ଗତିଶୀଳତା ବୃଦ୍ଧିର ଏକ ନୂତନ ଯୁଗ ବୋଲି ସରକାରୀ ରିପୋର୍ଟରେ ପ୍ରକାଶ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ