ନୂଆଦିଲ୍ଲୀ, କୃଷି ଆଇନକୁ ନେଇ କେନ୍ଦ୍ର ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଚାଷୀ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ନାହାଁନ୍ତି ମୁଖ୍ୟ ବିଚାରପତି ବୋବଡ଼େ । ସେ କହିଛନ୍ତି, ବୟସ୍କ ଚାଷୀମାନେ ଶୀତ କାକରରେ ଆନ୍ଦୋଳନ କରୁଛନ୍ତି । ଏକ କମିଟି ଗଠନ କରି ଯଥାଶୀଘ୍ର ଏହାର ସ୍ଥାୟୀ ସମାଧାନ କରାଯାଉ । କୃଷି ଆଇନକୁ ସ୍ଥଗିତ ରଖି ଏକ କମିଟି ଗଠନ କରାଯାଉ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ